Tag : vajpayee funeral

News

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯିବା ବେଳେ ସ୍ଵାମୀ ଅଗ୍ନିବେଶଙ୍କ ଉପରକୁ ଆକ୍ରମଣ

ENO Beuro
ନୂଆଦିଲ୍ଲୀରେ ସ୍ୱାମୀ ଅଗ୍ନିବେଶଙ୍କ ଉପରେ ପୁଣି ଥରେ ଆକ୍ରମଣ ହୋଇଛି। ବିଜେପି ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯାଇଥିବାବେଳେ ସ୍ୱାମୀ ଅଗ୍ନିବେଶଙ୍କ ଉପରେ ଏହି ଆକ୍ରମଣ