ଘର କିଣୁଛନ୍ତି କି! ଏହି ସବୁ ବାସ୍ତୁ ନିୟମ ଉପରେ ଧ୍ୟାନ ଦିଅନ୍ତୁ
ଜୀବନକାଳ ମଧ୍ୟରେ ନିଜେ ଘରଟିଏ କରିବାର ସ୍ୱପ୍ନ ପ୍ରାୟ ସମସ୍ତଙ୍କର ଥାଏ। କିଏ ଘର କିଣିବା ପାଇଁ ଲକ୍ଷ୍ୟ ରଖିଥା’ନ୍ତି ତ କିଏ ଜାଗା କିଣି ନିଜେ ଘର କରିବାକୁ ଇଚ୍ଛା କରନ୍ତି। ତେବେ ଘରଟିଏ କିଣିବା ପୂର୍ବରୁ ବା ଜାଗା କିଣି ଘର କରିବା ପୂର୍ବରୁ ବାସ୍ତୁ ପ୍ରତି ଧ୍ୟାନ ଦେବା ଉଚିତ୍ ବୋଲି କୁହାଯାଏ।