Loading...

ଆଜି ହିଁ ପ୍ରସ୍ତୁତ କରନ୍ତୁ ସ୍ଵାଦିଷ୍ଟରେ ଭରା "ପଣସ କଠା କୋରମା

ଆଜି ହିଁ ପ୍ରସ୍ତୁତ କରନ୍ତୁ ସ୍ଵାଦିଷ୍ଟରେ ଭରା "ପଣସ କଠା କୋରମା

ପ୍ରଥମେ କଡ଼େଇରେ ତେଲ ପକାଇ ଗରମହେବାକୁ ଛାଡ଼ି ଦିଅନ୍ତୁ। ତେଲ ଗରମ ହୋଇଯିବା ପରେ ସେଥିରେ ଜିରା ପକାଇ ଦିଅନ୍ତୁ। ପରେ ତେଜପତ୍ର ଓ ପିଆଜ ପକାଇ ଭଲଭାବେ ଭାଜି ଦିଅନ୍ତୁ।

ଆସନ୍ତୁ ଆଜି ଆମେ ପ୍ରସ୍ତୁତ କରିବା ପନିରରୁ ପ୍ରସ୍ତୁତ "ପନିର ବଲ"

ଆସନ୍ତୁ ଆଜି ଆମେ ପ୍ରସ୍ତୁତ କରିବା ପନିରରୁ ପ୍ରସ୍ତୁତ "ପନିର ବଲ"

ପ୍ରଥମେ ଆଳୁକୁ ସିଝାଇ ଚୋପା ଛଡାଇ ଭଲ ଭାବେ ଚକଟି ଦିଅନ୍ତୁ । ଏଥିରେ ଅଦା ଛେଚା, କଟା ଧଣିଆପତ୍ର, ଅଳ୍ପ ଲୁଣ, ଛୋଟ ଛୋଟ କଟା ଲଙ୍କା, ଜୀରା ଓ ଲଙ୍କା ଗୁଣ୍ଡ, ଗରମ ମସଲା, ଅଧା ଚୂଡା ଗୁଣ୍ଡ ପକାଇ ଭଲ ଭାବେ ମିଶାଇ ଛୋଟ ଛୋଟ ଗୋଳା ବା ବଲ ପରି କରନ୍ତୁ ।