• Home
  • vijay goel lands controversry by posting lingraj temple photos
News

ଲିଙ୍ଗରାଜ ମନ୍ଦିରର ଗର୍ଭଗୃହର ଫଟୋ ନିଜ ଟୁଇଟର ପୃଷ୍ଠାରେ ଛାଡି ବିବାଦରେ କେନ୍ଦ୍ରମନ୍ତ୍ରୀ!

Krishna Kumar Manoj
ଲିଙ୍ଗରାଜ ମନ୍ଦିର ଗର୍ଭଗୃହର ଫଟୋ ଭାଇରାଲ କରି ବିବାଦରେ କେନ୍ଦ୍ରମନ୍ତ୍ରୀ ବିଜୟ ଗୋଏଲ ଲିଙ୍ଗରାଜ ମନ୍ଦିର ଗର୍ଭଗୃହର ଫଟୋ ପୁଣି ଭାଇରାଲ ହୋଇଛି। କେନ୍ଦ୍ରମନ୍ତ୍ରୀ ବିଜୟ ଗୋଏଲ ସୋସିଆଲ ମିଡିଆରେ ଏହି ଫଟୋ ଭାଇରାଲ କରିଛନ୍ତି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More