ମହାପୁରୁଷଙ୍କୁ ଅପମାନ: ଲେନିନ୍ ,ପେରିୟାରଙ୍କ ପରେ ଆମ୍ବେଦକର ଓ ମୁଖାର୍ଜୀଙ୍କ ମୂର୍ତ୍ତି ଭାଙ୍ଗିଲେ
ପୂଜ୍ୟପୂଜାଙ୍କୁ ଅସମ୍ମାନ ତ୍ରିପୁରା ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ବିଜେପିର କିଛି ସମର୍ଥକ ଲେନିନ୍ଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ରାଜରାସ୍ତାରେ ଗଡ଼େଇ ଦେଇଛନ୍ତି। ଏହାକୁ ନେଇ ଦେଶବ୍ୟାପୀ ପ୍ରତିକ୍ରିୟା ପ୍ରକାଶ ପାଇଛି। ଓଡ଼ିଶାରେ