SPORTS

ବିରାଟ କୋହଲିଙ୍କୁ ୧୨ ଲକ୍ଷ ଅର୍ଥଦଣ୍ଡ

ENO Beuro
ବିରାଟ କୋହଲିଙ୍କୁ ଝଟକା ଚଳିତ ଆଇପିଏଲ୍‌ରେ ଏକ ମ୍ୟାଚ୍‌ରେ ସ୍ଲୋ-ଓଭର ବୋଲିଂ ଲାଗି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ତଥା ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା କରାଯାଇଛି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More