Loading...

ଡିସେମ୍ବର ୨୪ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଡିସେମ୍ବର ୨୪ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆସନ୍ତା ଡିସେମ୍ବର ୨୪ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ବରିଷ୍ଠ ବିଜେପି ନେତା ମୋହନ ମାଝୀ ସୂଚନା ଦେଇଛନ୍ତି ।

ଚଳିତ ବର୍ଷ ପାରାଦ୍ୱୀପ ପୋର୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଚଳିତ ବର୍ଷ ପାରାଦ୍ୱୀପ ପୋର୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୨୭ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ପ୍ରଥମ ଥର ଦ୍ରୌପଦୀ ମୁର୍ମୁ ବନ୍ଦରନଗରୀ ପାରାଦ୍ବୀପ ଗସ୍ତ କରୁଛନ୍ତି ।

୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବେ । ପରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନ ପକ୍ଷରୁ ଆୟୋଜିତ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି ।