Loading...

ଆଜିକାଲି ହାଲୁକା ବର୍ଷାରେ ଭିଜିବ ଓଡିଶା, ୨ ଦିନପରେ ପୁଣି ଫେରିବ ଶୀତ

ଆଜିକାଲି ହାଲୁକା ବର୍ଷାରେ ଭିଜିବ ଓଡିଶା, ୨ ଦିନପରେ ପୁଣି ଫେରିବ ଶୀତ

ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା। ପଶ୍ଚିମା ଝଡ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୨୭ରୁ ରାଜ୍ୟରେ ପୁଣି ବର୍ଷା

୨୭ରୁ ରାଜ୍ୟରେ ପୁଣି ବର୍ଷା

ଜିଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ୨୭ ସେପ୍ଟେମ୍ବରରୁ ରାଜ୍ୟରେ ପୁଣିଥରେ ବର୍ଷା ଆରମ୍ଭ ହୋଇଯିବ। ଗଞ୍ଜାମ, ଗଜପତି, ପୁରୀ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।