Loading...

ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ

ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ

ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ପରିବର୍ତନ ହେବ ନାହିଁ। ଆଜି ଭଳି ତାପମାତ୍ରା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଜିଠୁ କମିବ ଶୀତ, କୃଷି କୁଳକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ଆଜିଠୁ କମିବ ଶୀତ, କୃଷି କୁଳକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ରାଜ୍ୟରେ ଶୀତ ପ୍ରକୋପ କମିବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨ ତାରିଖରୁ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବଢ଼ିବ ।