Loading...

ଏଥର ବସନ୍ତରେ ତାତି

ଏଥର ବସନ୍ତରେ ତାତି

ରାଜ୍ୟରେ ଆଗକୁ ଶୀତ ଆହୁରି କମିବ। ବର୍ତ୍ତମାନ ରହିଥିବା ଗୁରୁଚାପ ବଳୟ ଯୋଗୁଁଁ ରାଜ୍ୟକୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି।

୫ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା

୫ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା

ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ସାମାନ୍ୟ ଉପରେ ରହିଛି। ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିଛି ତାପମାତ୍ରା।

ଆଜି ଉତ୍ତର ଓଡ଼ିଶାର ୧୦ ଜିଲ୍ଲାକୁ ବର୍ଷା ଓ୍ୱାର୍ଣ୍ଣିଂ, ବଢ଼ିପାରେ ଶୀତ

ଆଜି ଉତ୍ତର ଓଡ଼ିଶାର ୧୦ ଜିଲ୍ଲାକୁ ବର୍ଷା ଓ୍ୱାର୍ଣ୍ଣିଂ, ବଢ଼ିପାରେ ଶୀତ

ଜାଡ଼ରେ ଥରୁଛି ରାଜ୍ୟ । ଏହରେ ମଧ୍ୟରେ ପଶ୍ଚିମା ଝଡ ପ୍ରଭାବରେ (ମଙ୍ଗଳବାର )ଠୁ ରାଜ୍ୟ ରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଦୁଇ ଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି

ବୋର୍ଡ ପରୀକ୍ଷା ପ୍ରସ୍ତୁତି ପାଇଁ ଏଣିକି ମନ୍ଦିର ମସଜିଦ୍‌ର ମାଇକ୍‌ରେ ଉଠିବେ ଛାତ୍ରଛାତ୍ରୀ

ବୋର୍ଡ ପରୀକ୍ଷା ପ୍ରସ୍ତୁତି ପାଇଁ ଏଣିକି ମନ୍ଦିର ମସଜିଦ୍‌ର ମାଇକ୍‌ରେ ଉଠିବେ ଛାତ୍ରଛାତ୍ରୀ

ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସକାଳୁ ଉଠାଇବା ପାଇଁ ମନ୍ଦିର, ମସଜିଦ ଓ ଗୁରୁଦ୍ବାରରୁ ମାଇକ୍‌ରେ ଡକାଯିବ । ପରୀକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେବାକୁ ସ୍ଥିର କରିଛନ୍ତି ହରିୟାଣା ଶିକ୍ଷା ବିଭାଗ ।

ଏପଟେ ଲଘୁଚାପ, ସେପଟେ ଡିପ୍‌ ଡିପ୍ରେସନ୍‌

ଏପଟେ ଲଘୁଚାପ, ସେପଟେ ଡିପ୍‌ ଡିପ୍ରେସନ୍‌

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ପୂର୍ବ ଭାରତୀୟ ମହାସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୮‌ରୁ ପୁଣି ଲେଉଟିବ ଶୀତ

୧୮‌ରୁ ପୁଣି ଲେଉଟିବ ଶୀତ

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ।

ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା, ବଢ଼ିବ ତାପମାତ୍ରା

ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା, ବଢ଼ିବ ତାପମାତ୍ରା

ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି

ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର, କମିବ ଶୀତ ବଢିବ ରାତ୍ରି ତାପମାତ୍ରା

ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର, କମିବ ଶୀତ ବଢିବ ରାତ୍ରି ତାପମାତ୍ରା

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର (Low Pressure Area over Southeast Bay of Bengal ) ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେବାକୁ ଥିବା ବେଳେ ରାତି ତାପମାତ୍ରା ବଢିବା ସହିତ ରାଜ୍ୟରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ସୂଚନା ଦିଆଯାଇଛି ।