ଏଥର ବସନ୍ତରେ ତାତି
ରାଜ୍ୟରେ ଆଗକୁ ଶୀତ ଆହୁରି କମିବ। ବର୍ତ୍ତମାନ ରହିଥିବା ଗୁରୁଚାପ ବଳୟ ଯୋଗୁଁଁ ରାଜ୍ୟକୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି।
Loading...
ରାଜ୍ୟରେ ଆଗକୁ ଶୀତ ଆହୁରି କମିବ। ବର୍ତ୍ତମାନ ରହିଥିବା ଗୁରୁଚାପ ବଳୟ ଯୋଗୁଁଁ ରାଜ୍ୟକୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି।
ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ସାମାନ୍ୟ ଉପରେ ରହିଛି। ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିଛି ତାପମାତ୍ରା।
ଜାଡ଼ରେ ଥରୁଛି ରାଜ୍ୟ । ଏହରେ ମଧ୍ୟରେ ପଶ୍ଚିମା ଝଡ ପ୍ରଭାବରେ (ମଙ୍ଗଳବାର )ଠୁ ରାଜ୍ୟ ରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଦୁଇ ଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି
ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସକାଳୁ ଉଠାଇବା ପାଇଁ ମନ୍ଦିର, ମସଜିଦ ଓ ଗୁରୁଦ୍ବାରରୁ ମାଇକ୍ରେ ଡକାଯିବ । ପରୀକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେବାକୁ ସ୍ଥିର କରିଛନ୍ତି ହରିୟାଣା ଶିକ୍ଷା ବିଭାଗ ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ପୂର୍ବ ଭାରତୀୟ ମହାସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ।
ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର (Low Pressure Area over Southeast Bay of Bengal ) ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେବାକୁ ଥିବା ବେଳେ ରାତି ତାପମାତ୍ରା ବଢିବା ସହିତ ରାଜ୍ୟରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ସୂଚନା ଦିଆଯାଇଛି ।