Loading...

ଏଣିକି ପଶ୍ଚିମ ଦ୍ୱାର ଦେଇ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

ଏଣିକି ପଶ୍ଚିମ ଦ୍ୱାର ଦେଇ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

ଆସନ୍ତା ୨୯ ତାରିଖରୁ ଭକ୍ତମାନେ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ। ଏହାସହ ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ତାନ କରିବେ। ଗତକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।