ଆସନ୍ତୁ ଆଜି ଜାଣିବା ଶୀତଦିନିଆ ରୋଗର ଲକ୍ଷଣ ଓ ଉପକାର
ସାଧାରଣତଃ ଅନ୍ୟଦିନ ଅପେକ୍ଷା ଶୀତଦିନେ ସ୍ଵାସ୍ଥ୍ୟର ଯତ୍ନ ଅଧିକ ନେବାକୁ ପଡିଥାଏ । ବିଶେଷକରି ଆଜ୍ମା, ହାର୍ଟ ରୋଗୀ ଓ ଆଣ୍ଠୁ ଗଣ୍ଠି ଦରଜ ହେଉଥିବା ରୋଗୀଙ୍କୁ ବିଶେଷ ଧ୍ୟାନ ଦେବାକୁ ପଡେ । ତେବେ ଏହିଦିନେ ସୁସ୍ଥ ରହିବା ଲାଗି ଜାଣନ୍ତୁ କେତୋଟି କଥା ..