Loading...

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି ।

ଆଜି ବର୍ଷର ଶେଷ ଦିନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତ ହେଉଛି ଟ୍ଵିନ ସିଟି

ଆଜି ବର୍ଷର ଶେଷ ଦିନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତ ହେଉଛି ଟ୍ଵିନ ସିଟି

ଜିରୋ ନାଇଟ ପାଇଁ କଟକ କମିଶନରେଟର ପ୍ରସ୍ତୁତି। କ୍ଳବ,ପବ, ହୋଟେଲଗୁଡିକ ସେଲିବ୍ରେସନ ପାଇଁ ପୋଲିସ ଠାରୁ ଅନୁମତି ନେବାକୁ ପଡିବ ବୋଲି ଡିସିପି ପିନାକ ମିଶ୍ରଙ୍କ ସୂଚନା ଦେଇଛନ୍ତି ।ଏଥିସହିତ ରାତି ୧୨ ଟା ପର୍ଯ୍ୟନ୍ତ ଇନଡୋର ସେଲିବ୍ରେସନ ଓ ଆଉଟ ଡୋର ବା ବାହାରେ ମୁକ୍ତା କାଶରେ ରାତି ୧୦ ଟା ପର୍ଯ୍ୟନ୍ତ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଅନୁମତି ମିଳିଛି ।

ରାତି ୧୦ ଯାଏଁ ଜିରୋ ନାଇଟ ସେଲିବ୍ରେସନକୁ ଅନୁମତି

ରାତି ୧୦ ଯାଏଁ ଜିରୋ ନାଇଟ ସେଲିବ୍ରେସନକୁ ଅନୁମତି

ରାଜଧାନୀରେ ଜିରୋ ନାଇଟ ଏବଂ ନୂଆ ବର୍ଷ ସେଲିବ୍ରେସନ ହେବ । ରାତି ୭ଟା ଠାରୁ ସୁରକ୍ଷା ବ୍ୟବସ୍ଥା କଡାକଡି ରହିବ । ଯେଉଁ ଯେଉଁ ଜାଗାରେ ହୋଟେଲ ରହିଛି ସେ ଜାଗାକୁ ଅତିରିକ୍ତ ଫୋର୍ସ ଦିଆଯିବ ।

ବଡ଼ଦିନ ଓ ଖ୍ରୀଷ୍ଟମାସ ପାଇଁ ଆସିଲା ନୂଆ ଗାଇଡଲାଇନ୍‌

ବଡ଼ଦିନ ଓ ଖ୍ରୀଷ୍ଟମାସ ପାଇଁ ଆସିଲା ନୂଆ ଗାଇଡଲାଇନ୍‌

ବଡ଼ଦିନ ଓ ନୂଆବର୍ଷ ପାଇଁ କଟକଣା ଜାରି। ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର। ଡିସେମ୍ବର ୨୫ତାରିଖରୁ ଜାନୁଆରୀ ୨ତାରିଖ ପର୍ଯ୍ୟନ୍ତ କଟକଣା ଜାରି ହୋଇଛି।