ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ରବିବାର ସକାଳେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସକାଳେ କେସିଆର ପେଟରେ ଯନ୍ତ୍ରଣା ଅନୁଭବ କରିବା ଫଳରେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ରବିବାର ସକାଳେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସକାଳେ କେସିଆର ପେଟରେ ଯନ୍ତ୍ରଣା ଅନୁଭବ କରିବା ଫଳରେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଭିନ୍ନ ପ୍ରକାର ଟେଷ୍ଟ୍ ଏବଂ ଏଣ୍ଡୋସ୍କୋପି କରିବାପରେ ଜଣାପଡ଼ିଲା ଯେ କେସିଆରଙ୍କ ପେଟରେ ଘା’ ହୋଇଛି। ଏଥିପାଇଁ କେସିଆର୍ ଏବେ ଚିକିତ୍ସାଧୀନ ଅଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।