30.1 C
Bhubaneswar
October 22, 2021
EnewsOdia.Com
ନ୍ୟୁଜ୍

ବାତ୍ୟା ମୁକାବିଲା ପାଇଁ କଣ୍ଟ୍ରୋଲ ରୁମ୍ ଟେଲିଫୋନ୍ ନମ୍ବର- (0674) 2393958 ଜାରିକଲେ ରାଜ୍ୟସରକାର

ବାତ୍ୟା ମୁକାବିଲା ଲାଗି କଣ୍ଟ୍ରୋଲ ରୁମ୍ ଖୋଲିଛି । କଣ୍ଟୋଲ ରୁମ୍ ଲାଗି ଦୁଇ ନୋଡାଲ ଅଧତ୍କାରୀଙ୍କ ନାଁ ଘୋଷଣା କରାଯାଇଛି । କୌଣସି ଅଧିକାରୀଙ୍କୁ ଛୁଟି କିମ୍ବା ହେଡକ୍ୱାର୍ଟର୍ସ ନଛାଡ଼ିବାକୁ ନିର୍ଦ୍ଦେଶ ।·    ଫିସେରିଜ୍ ଓ ଏଆରଡି ବିଭାଗରେ ଖୋଲିଲା କଣ୍ଟ୍ରୋଲ ରୁମ୍
·    ସ୍ୱତନ୍ତ୍ର ସଚିବ ବିଶ୍ୱମୋହନ ରାୟଙ୍କ ଅଫିସ୍ ଚାମ୍ବରରେ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା
·    କଣ୍ଟ୍ରୋଲ ରୁମର ଟେଲିଫୋନ୍ ନମ୍ବର- (0674) 2393958
·    କଣ୍ଟ୍ରୋଲ ରୁମ୍ ୨୬ ତାରିଖରୁ ୨୮ ପର୍ଯ୍ୟନ୍ତ ୨୪ ଘଣ୍ଟିଆ କାମ କରିବ
·    କଣ୍ଟୋଲ ରୁମ୍ ଲାଗି ଦୁଇ ନୋଡାଲ ଅଧତ୍କାରୀଙ୍କ ନାଁ ଘୋଷଣା
·    ବିଶ୍ୱମୋହନ ରାୟଙ୍କୁ ନୋଡାଲ ଅଫିସର, ବିପର୍ଯ୍ୟୟ ପରିଚାଳନା ଦାୟିତ୍ୱ
·    ଯୁଗ୍ମ ସଚିବ ମନୋଜ ବେହେରାଙ୍କୁ କଣ୍ଟ୍ରୋଲ ରୁମ୍ ନୋଡାଲ ଅଫିସର ଦାୟିତ୍ୱ
·    SRC ଅଫିସ ଏବଂ ବିଭିନ୍ନ ବିଭାଗ ସହ ଯୋଗାଯୋଗରେ ରହିବେ ମନୋଜ ବେହେରା
·    କୌଣସି ଅଧିକାରୀଙ୍କୁ ଛୁଟି କିମ୍ବା ହେଡକ୍ୱାର୍ଟର୍ସ ନଛାଡ଼ିବାକୁ ନିର୍ଦ୍ଦେଶ

ପଢନ୍ତୁ: ରାତି ୯ଟାରେ ଆରମ୍ଭ ହେବ ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା

Related posts

ପିପିଲି ଉପନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର, ଶେଷଥର ପାଇଁ ଭୋଟରଙ୍କ ଦୁଆରକୁ ଯିବେ ପାର୍ଥୀ

Ratnamani Maharana

ରୋଜ ଡେ’ରୁ ଆରମ୍ଭ ହେଲା ପ୍ରେମ ସପ୍ତାହ

Ratnamani Maharana

ଆଜି ସୋନୁଙ୍କ ବର୍ଥ ଡେ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More