ଆଜି ଓଡିଶା ଦିବସ ପାଳୁଛି ଓଡିଶା, ବାଲୁକା ଚିତ୍ରକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
Loading...
କଟକରେ ଥିବା ଓଡ଼ିଶା ଉଚ୍ଚନ୍ୟାୟାଳୟକୁ ଭୁବନେଶ୍ୱରକୁ ସ୍ଥାନାନ୍ତର, ନ ହେଲେ ରାଜଧାନୀରେ ହାଇକୋର୍ଟ ବେଞ୍ଚ ଦାବିରେ ଆଇନଜୀବୀଙ୍କ ଆନ୍ଦୋଳନ ଜାରି ରହିଛି। ଆଜି ଭୁବନେଶ୍ୱର କୋର୍ଟରେ ତାଲା ପକାଇ ଧାରଣା ଦେଇଛନ୍ତି ଶହ ଶହ ଆଇନଜୀବୀ।
କଟକରେ ଥିବା ଓଡ଼ିଶା ଉଚ୍ଚନ୍ୟାୟାଳୟକୁ ଭୁବନେଶ୍ୱରକୁ ସ୍ଥାନାନ୍ତର, ନ ହେଲେ ରାଜଧାନୀରେ ହାଇକୋର୍ଟ ବେଞ୍ଚ ଦାବିରେ ଆଇନଜୀବୀଙ୍କ ଆନ୍ଦୋଳନ ଜାରି ରହିଛି। ଆଜି ଭୁବନେଶ୍ୱର କୋର୍ଟରେ ତାଲା ପକାଇ ଧାରଣା ଦେଇଛନ୍ତି ଶହ ଶହ ଆଇନଜୀବୀ। ଭୁବନେଶ୍ୱର ଓକିଲ ସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି।ଏହାଛଡ଼ା ଭୁବନେଶ୍ୱରକୁ ଜିଲ୍ଲା ଘୋଷଣା କରିବାକୁ ଦାବି କରି ଆଇନଜୀବୀମାନେ ଜିଲ୍ଲା ଜଜଙ୍କୁ ଘେରିବା ସହ କୋର୍ଟ ଫାଟକରେ ତାଲା ପକାଇଛନ୍ତି। ଏହି କାରଣରୁ କୋର୍ଟ ବାହାରେ ବିଚାରପତିମାନେ ଠିଆହୋଇଥିବାର ଦେଖିବାକୁ ମିଳିଛି।
Shakespeare, in the beautiful garden, among the party. Some of the hall: in fact she was ever to.
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
ସକାଳୁ ସକାଳୁ ରାଜ୍ୟରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସହ ପବନ ଓ ଘଡଘଡିରେ ଦୈନଦିନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।
ଗତକାଲି ବଢ଼େଇବାଙ୍କ ଛକରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ସନ୍ଧ୍ୟାରେ ରାମେଶ୍ୱର ମନ୍ଦିରରେ ପହଞ୍ଚିଛି। ବାଟରେ ରଥ ଦୁଇ ଦୁଇ ଥର ଦବିଥିବା ବେଳେ ଗୋଟିଏ ଚକରୁ ପଳଖା ଛାଡ଼ି ଯାଇଛି।