ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଗତବର୍ଷ ନଭେମ୍ବରରେ ରାଜ୍ୟରେ ମୋବାଇଲ୍ ଗ୍ରାହକ ସଂଖ୍ୟାରେ ୯୫,୫୩୧ ବୃଦ୍ଧି ହୋଇଛି। ଫଳରେ ରାଜ୍ୟର ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୨ ହଜାର ୮୦୧କୁ ବୃଦ୍ଧି ପାଇଛି।
ଗତବର୍ଷ ନଭେମ୍ବରରେ ରାଜ୍ୟରେ ମୋବାଇଲ୍ ଗ୍ରାହକ ସଂଖ୍ୟାରେ ୯୫,୫୩୧ ବୃଦ୍ଧି ହୋଇଛି। ଫଳରେ ରାଜ୍ୟର ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୨ ହଜାର ୮୦୧କୁ ବୃଦ୍ଧି ପାଇଛି। ଜିଓ ସର୍ବାଧିକ ୫୪,୧୯୪ ଜଣ ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ଏୟାରଟେଲ୍ ୩୦,୬୩୮ ଜଣ ଗ୍ରାହକଙ୍କୁ ଯୋଡ଼ିଛି। ବିଏସ୍ଏନ୍ଏଲ୍ ୨୯୧୦ ଜଣ ଗ୍ରାହକ ଯୋଡ଼ିଥିବା ବେଳେ ଭୋଡାଫୋନ୍ ଆଇଡିଆ ମଧ୍ୟ ୭୭୯୧ ଜଣ ନୂଆ ଗ୍ରାହକ ହାସଲ କରିଛି। ୨୦୨୨ ନଭେମ୍ବର ସୁଦ୍ଧା ରାଜ୍ୟରେ ଏୟାରଟେଲ୍ର ଗ୍ରାହକ ସଂଖ୍ୟା ୧ କୋଟି ୧୩ ଲକ୍ଷ ୯୦ ହଜାର ୭୦୦ରେ ପହଞ୍ଚିଥିବା ବେଳେ ଭୋଡାଫୋନ୍ ଆଇଡିଆ ଗ୍ରାହକ ସଂଖ୍ୟା ୧୬ ଲକ୍ଷ ୫୩ ହଜାର ୬୧୭ ରହିଛି। ଜିଓର ଗ୍ରାହକ ସଂଖ୍ୟା ୧ କୋଟି ୩୮ ଲକ୍ଷ ୬୪ ହଜାର ୭୧୭କୁ ବୃଦ୍ଧି ପାଇଥିବା ବେଳେ ବିଏସ୍ଏନ୍ଏଲ୍ ଗ୍ରାହକ ସଂଖ୍ୟା ୬୩ ଲକ୍ଷ ୨୩ ହଜାର ୭୩୭ ରହିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।