ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
କ୍ଷଣ କ୍ଷଣକେ ବଦଳୁଛି ରାଜ୍ୟର ପାଣିପାଗ। କାଲି କୋହଲା ଆଜି ଖରା। ପାଣିପାଗର ଆକଳନ ବି ଠିକ ରହୁନି।
କ୍ଷଣ କ୍ଷଣକେ ବଦଳୁଛି ରାଜ୍ୟର ପାଣିପାଗ। କାଲି କୋହଲା ଆଜି ଖରା। ପାଣିପାଗର ଆକଳନ ବି ଠିକ ରହୁନି। କାଲି ଘୋଷଣା ହେଲା ରାଜ୍ୟରେ ସମ୍ଭାବନା କାଳବୈଶାଖୀ ଆଜି ଉତପ୍ତ ରାଜ୍ୟ। ଗତକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ପାଣିପାଗ ବିଭାଗ ପକ୍ଷରୁ ୭ ଜିଲ୍ଲା ପାଇଁ ହିଟ୍ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଥିଲା। କିନ୍ତୁ ଶୁକ୍ରବାର ଭୋର୍ ପ୍ରାୟ ୪ଟା ବେଳକୁ ହଠାତ୍ ରାଜ୍ୟର ପାଗ ବଦଳି ଯାଇଥିଲା। କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ସହ ପବନ ବହିବା ଆରମ୍ଭ ହୋଇଥିଲା। ଫଳରେ ପାଣିପାଗ ବିଭାଗ ଏହି ୱାର୍ଣ୍ଣିଂ ସକାଳ ୬ଟା ସୁଦ୍ଧା ହଟାଇ ଦେଇଥିଲା।
ଆଜି ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କଟକ, ଜଗତସିଂହପୁର ଓ ନବରଙ୍ଗପୁରରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।