'ରମି' ଆପର ପ୍ରମୋସନ କରି ଅଡୁଆରେ କ୍ରିକେଟର ସଚିନ ତେନ୍ଦୁଲକର
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
Loading...
ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଘରେ ରହିବା ମଧ୍ୟ କଷ୍ଟକର ହୋଇପଡ଼ୁଛି।
ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଘରେ ରହିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ସକାଳୁ ସକାଳୁ ତାତି ବଢ଼ୁଛି। ତେବେ ଚଳିତବର୍ଷ ବିଳମ୍ବରେ ଆସିବ ମୌସୁମୀ। ଜୁନ୍ ୪ତାରିଖରେ କେରଳ ଛୁଇଁବା ନେଇ ସମ୍ଭାବନା କରାଯାଉଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଓଡିଶାକୁ ବିଳମ୍ବରେ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
ଆପଲ୍ର ନୂଆ ଆଇଫୋନ୍-୧୫ ପ୍ରୋ ସିରିଜ୍ରେ ତାତି ସମସ୍ୟା ଦେକାଦେଇଛି। କଂପାନି ପକ୍ଷରୁ କୁହାଯାଇଛି ଯେ ଇନ୍ଷ୍ଟାଗ୍ରାମ୍, ଉବର୍ ଭଳି ଆପ୍ ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଛି।
ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ହୋଇଥିବା ବିସ୍ଫୋରଣ ଘଟଣା ପୁଣି ଚର୍ଚ୍ଚାକୁ ଆସିଛି। ଏହି ମାମଲାରେ ବିସ୍ତୃତ ରିପୋର୍ଟ ଦାଖଲ କରିନଥିବାରୁ ଜାତୀୟ ମାନବାଧିକାର ଆୟୋଗ(ଏନ୍ଏଚ୍ଆର୍ସି) ଭୁବନେଶ୍ବର-କଟକ ପୁଲିସ କମିସନରଙ୍କୁ ସର୍ତ୍ତମୂଳକ ସମନ ଜାରି କରିଛନ୍ତି।