ଆଜି ଓଡିଶା ଦିବସ ପାଳୁଛି ଓଡିଶା, ବାଲୁକା ଚିତ୍ରକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
Loading...
ରାଜ୍ୟ ଉପରେ ସଂପ୍ରତି ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଉପକୂଳ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ମେଘୁଆ ପାଗ ସହ ଲାଗିରହିଛି ହାଲୁକାରୁ ମାଧ୍ୟମ ଧରଣର ବର୍ଷା।
ରାଜ୍ୟ ଉପରେ ସଂପ୍ରତି ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଉପକୂଳ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ମେଘୁଆ ପାଗ ସହ ଲାଗିରହିଛି ହାଲୁକାରୁ ମାଧ୍ୟମ ଧରଣର ବର୍ଷା। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ପାଣିପାଗ ବିଭାଗର ବିଶ୍ଳେଷଣ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୪ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଂଶିକ ମେଘୁଆ ଆକାଶ ସହିତ ମଧ୍ୟମ ବର୍ଷା କିମ୍ବା କାଳବୈଶାଖୀର ସମ୍ଭାବନା ରହିଛି।
Shakespeare, in the beautiful garden, among the party. Some of the hall: in fact she was ever to.
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
ସକାଳୁ ସକାଳୁ ରାଜ୍ୟରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସହ ପବନ ଓ ଘଡଘଡିରେ ଦୈନଦିନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।
ଗତକାଲି ବଢ଼େଇବାଙ୍କ ଛକରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ସନ୍ଧ୍ୟାରେ ରାମେଶ୍ୱର ମନ୍ଦିରରେ ପହଞ୍ଚିଛି। ବାଟରେ ରଥ ଦୁଇ ଦୁଇ ଥର ଦବିଥିବା ବେଳେ ଗୋଟିଏ ଚକରୁ ପଳଖା ଛାଡ଼ି ଯାଇଛି।