News

ଜୁନ୍‌ ୨ ତାରିଖ ଯାଏଁ ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା

Kalabai

ରାଜ୍ୟର ୬ଟି ଜିଲ୍ଲାରେ ୨୮ରୁ ୨୯ ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି। ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ଢ଼େଙ୍କାନାଳ ଆଦି ଜିଲ୍ଲାଗୁଡ଼ିକ ମଧ୍ୟରେ ମରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦କିମି ରହିପାରେ ବୋଲି ବୁଧବାର ଭୁବନେଶ୍ୱର ପାଣିପାଗ ବିଭାଗ  ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୩୦, ୩୧, ଜୁନ୍‌ ୧, ୨ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ବି ମାରିପାରେ ।

ପଢନ୍ତୁ: ଗ୍ରାଣ୍ଡ ହେବ ନବୀନଙ୍କ ଶପଥ ଗ୍ରହଣ ଉତ୍ସବ

Related posts

ଇନ୍ଦିରା ଗାନ୍ଧୀଙ୍କୁ ଗିରଫ କରିଥିବା ପୂର୍ବତନ ଡିଜିପି ଭି.ଆର ଲକ୍ଷ୍ମୀନାରାୟଣଙ୍କ ପରଲୋକ

Ratnamani Moharana

୬ରୁ ଆରମ୍ଭ ଯୁକ୍ତ୨ ନାମଲେଖା ପ୍ରକ୍ରିୟା

Ratnamani Moharana

ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ହେବେ ଦ.ଆଫ୍ରିକା ରାଷ୍ଟ୍ରପତି

ENO Beuro

Leave a Comment