Loading...

ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ ଜିଲ୍ଲାକୁ କାଳବୈଶାଖୀ ୟେଲୋଓ୍ଵାର୍ଣ୍ଣିଂ ଜାରି

ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ ଜିଲ୍ଲାକୁ କାଳବୈଶାଖୀ ୟେଲୋଓ୍ଵାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୬ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୬ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.