Loading...

ଆଜି ଅବପାତର ରୂପନେବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ

ଆଜି ଅବପାତର ରୂପନେବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ

ଲଘୁଚାପ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ଘନୀଭୂତ ହୋଇ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ। ଭାରତୀୟ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି।

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଆଗକୁ ଏହା ଅବପାତ ରୂପ ନେବ। ମଙ୍ଗଳବାର ଠାରୁ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଜି ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ଘନୀଭୂତ ହୋଇ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ। ଭାରତୀୟ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.