Loading...

ରାଜ୍ୟରେ ଆହୁରି ୫ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ଆହୁରି ୫ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ପ୍ରଭାବରେ ପ୍ରବଳ ଖରା ତାତିରୁୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆହୁରି ୪ ରୁ ୫ ଦିନ ବିଭିନ୍ନ ଜିଲାରେ କାଳବୈଶାଖୀ ଲାଗି ରହିବ।

ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ପ୍ରଭାବରେ ପ୍ରବଳ ଖରା ତାତିରୁୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆହୁରି ୪ ରୁ ୫ ଦିନ ବିଭିନ୍ନ ଜିଲାରେ କାଳବୈଶାଖୀ ଲାଗି ରହିବ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ପକ୍ଷରୁ ଆଜି ସୂଚନା ମିଳିଛି। ଗୁରୁଚାପ ବଳୟ ପ୍ରଭାବରେ କାଳବୈଶାଖୀ ଦେଖାଦେଉଛି। ଆଗକୁ ୪/୫ ଦିନ ଏଭଳି କାଳବୈଶାଖୀ ଲାଗି ରହିବ। ବର୍ତ୍ତମାନ ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମ ରହୁଛି। ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୪୮ ଘଣ୍ଟା ପରେ ୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.