ସ୍ୱାସ୍ଥ୍ୟ ପାଇଁ ଗୁଡ ସେବନ ଅତ୍ୟନ୍ତ ଲାଭଦାୟୀ
ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ଗୁଡ ସହାୟକ ହୋଇଥାଏ । ଉଚ୍ଚ ରକ୍ତଚାପ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରତ୍ୟେକ ଦିନ ଗୁଡ ଖାଇବା ପାଇଁ ପରାମର୍ଶ ଦିଆଯାଇଥାଏ ।
Loading...
ରଙ୍ଗର ଉତ୍ସବ ହୋଲି। ଏହାକୁ ଖେଳିବାକୁ ସମସ୍ତଙ୍କ ମନରେ ବେଶ୍ ଆଶା ରହିଥାଏ। ଛୋଟ ଠାରୁ ବଡଙ୍କ ମନରେ ଉତ୍କଣ୍ଠା ଭରି ରହିଥାଏ। କିନ୍ତୁ ଏହି ରଙ୍ଗ ଖେଳ ପରବର୍ତ୍ତୀ ସମୟରେ ଶରୀର ପାଇଁ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ।
ରଙ୍ଗର ଉତ୍ସବ ହୋଲି। ଏହାକୁ ଖେଳିବାକୁ ସମସ୍ତଙ୍କ ମନରେ ବେଶ୍ ଆଶା ରହିଥାଏ। ଛୋଟ ଠାରୁ ବଡଙ୍କ ମନରେ ଉତ୍କଣ୍ଠା ଭରି ରହିଥାଏ। କିନ୍ତୁ ଏହି ରଙ୍ଗ ଖେଳ ପରବର୍ତ୍ତୀ ସମୟରେ ଶରୀର ପାଇଁ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ। କାରଣ କେତେକ ରଙ୍ଗରେ ଥିବା କେମିକାଲ ଶରୀର ପାଇଁ ହାନିକାରକ ହୋଇଥାଏ। ଆଜିକାଲି ବଜାରରେ ଅନେକ କେମିକାଲଯୁକ୍ତ ରଙ୍ଗ ବିକ୍ରି ହେଉଛି। ଯାହା ଆମ ଆଖିରେ ପଡିବା ଦ୍ୱାରା ଆଖିକୁ ହାନି ପହଞ୍ଚାଇଥାଏ। ତେଣୁ ହୋଲି ଖେଳିବା ସମୟରେ ଏହିସବୁ ଦିଗପ୍ରତି ଧ୍ୟାନ ରଖିବା ଉଚିତ…
– ସାଧାରଣତଃ ହୋଲି ରଙ୍ଗରେ ଅନେକ କେମିକାଲ ମିଶିଥାଏ। ସେଗୁଡ଼ିକ ହେଲା ମାଲାକାଇଟ୍ ଗ୍ରୀନ୍, ରୋଢ଼ାମିନ୍, ଜେନ୍ସିଆନ୍ ଭାଓଲେଟ୍, ଲେଡ୍ ଅକ୍ସାଇଡ୍ (କଳାରଙ୍ଗ), କପର ସଲ୍ଫେଟ୍ (ଶାଗୁଆ ରଙ୍ଗ), ଆଲୁମିନିୟମ୍ (ସିଲଭର ରଙ୍ଗ) ମର୍କ୍ୟୁରି ସଲ୍ଫେଟ୍ (ଲାଲ ରଙ୍ଗ) ଆଦି। ଏହା ଆଖିରେ ପଡ଼ିଲେ, ଆଖି ଲାଲ ହେବା ସହ କୁଣ୍ଡାଇ ହୁଏ, ଲୁହ ବହିଥାଏ ଏବଂ ଝାପ୍ସା ଦେଖାଯାଏ ।
– ବେଳେବେଳେ ଆଖିରେ କେମିକାଲ ରଙ୍ଗ ଲାଗିବା ଫଳରେ ଆଖିରେ ଆଲର୍ଜି ହୋଇ କୁଣ୍ଡେଇ ହୁଏ। ଘା’ ହେବା ସହ ଲେଞ୍ଜରା ବୋହିଥାଏ। ଖରାକୁ ଅନାଇଲେ କଷ୍ଟ ହୁଏ ଏବଂ ଆଖି ଫୁଲିଯାଏ।
– ହୋଲି ରଙ୍ଗରୁ ଆଖିକୁ ରକ୍ଷା କରିବାକୁ ହେଲେ ମୁହଁରେ ମାସ୍କ ପିନ୍ଧିବା ସହ ଚଷମା ପିନ୍ଧିବା ଆବଶ୍ୟକ। ମୁଣ୍ଡରେ ମଧ୍ୟ ଏଭଳି କେମିକାଲ ରଙ୍ଗ ବୋଳିବା ଠିକ୍ ନୁହେଁ। କାରଣ ଏହାଦ୍ୱାରା ସ୍କିନ୍ ଆଲର୍ଜି ହୋଇ କେଶ ଝଡିଥାଏ।
– ମାସ୍କ, ଗ୍ଲାସ୍ ଆଦି ବ୍ୟବହାର କରିବା ପରେ ମଧ୍ୟ ଯଦି ଆଖିରେ ରଙ୍ଗ ଲାଗି ଯନ୍ତ୍ରଣା ହୁଏ, ତେବେ ସର୍ବପ୍ରଥମେ ବିଶୁଦ୍ଧ ପାଣିରେ ଆଖିକୁ ଭଲଭାବେ ଧୋଇ ଦିଅନ୍ତୁ। ଅବହେଳା ନ କରି ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେଇ ଆଖିରେ ଡ୍ରପ୍ ପକାନ୍ତୁ।
Shakespeare, in the beautiful garden, among the party. Some of the hall: in fact she was ever to.
ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ଗୁଡ ସହାୟକ ହୋଇଥାଏ । ଉଚ୍ଚ ରକ୍ତଚାପ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରତ୍ୟେକ ଦିନ ଗୁଡ ଖାଇବା ପାଇଁ ପରାମର୍ଶ ଦିଆଯାଇଥାଏ ।
ପ୍ରତିଦିନ କଲରା ସେବନ କରିବା ଦ୍ୱାରା, ଏହା ପାଚନ ତନ୍ତ୍ରକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ ।
ଅନେକ ସାବୁନ ଚେହେରାକୁ କୋମଳ ଆଉ ମୁଲାୟମ କରିବା ପରିବର୍ତ୍ତେ ଏହାକୁ ଶୁଷ୍କ କରିଦିଏ।