Loading...

ଆଜି ରାଜ୍ୟରେ ୪୮୨୯ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୪୮୨୯ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.