ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ସିନେଜଗତର ଶେହନଶାହ ଅମିତାଭ ବଚ୍ଚନ ୮୦ ବର୍ଷରେ ପାଦ ଦେଇଛନ୍ତି । କେବଳ ଭାରତ ନୁହେଁ, ବିଶ୍ବର କୋଣଅନୁକୋଣରୁ ତାଙ୍କୁ ଅଭିନନ୍ଦନର ସୁଅ ଛୁଟୁଛି। ୧୯୪୨ ଅକ୍ଟୋବର ୧୧ରେ ବିଗ୍ ବି ଅମିତାଭ ବଚ୍ଚନ ଜନ୍ମଗ୍ରହଣ କରିଥିଲେ।
ସିନେଜଗତର ଶେହନଶାହ ଅମିତାଭ ବଚ୍ଚନ ୮୦ ବର୍ଷରେ ପାଦ ଦେଇଛନ୍ତି । କେବଳ ଭାରତ ନୁହେଁ, ବିଶ୍ବର କୋଣଅନୁକୋଣରୁ ତାଙ୍କୁ ଅଭିନନ୍ଦନର ସୁଅ ଛୁଟୁଛି। ୧୯୪୨ ଅକ୍ଟୋବର ୧୧ରେ ବିଗ୍ ବି ଅମିତାଭ ବଚ୍ଚନ ଜନ୍ମଗ୍ରହଣ କରିଥିଲେ। ୧୯୬୯ରେ ତାଙ୍କ ସିନେ କ୍ୟାରିୟର ଆରମ୍ଭ ହେଲା। କଠିନ ପରିଶ୍ରମ, ଧୈର୍ଯ୍ୟ ହିଁ ତାଙ୍କ ସଫଳତାର ଚାବିକାଠି। ୮୦ ବର୍ଷୀୟ ଅମିତାଭଙ୍କୁ ଏ ବୟସରେ ମଧ୍ୟ ଫୁରସତ୍ ମିଳୁନି। ସକାଳର ଆରମ୍ଭ ସୁଟିଂ ସେଟ୍ରେ କରୁଥିବା ଅମିତାଭ ଏବେ ମଧ୍ୟ କାମ ସାରି ଡେରି ରାତିରେ ଘରକୁ ଫେରୁଛନ୍ତି। ତାଙ୍କର ଗୋଟିଏ ମୂଳ ମନ୍ତ୍ର ‘ପ୍ରଶଂସକଙ୍କୁ ନିରାଶ କରବିିନି’। ପ୍ରଶଂସକଙ୍କ ଭଲପାଇବାରେ ଆଜି ଏହି ସିନେକଳାକାର ପରିଚୟ ପାଇଥିବା କହିଥାନ୍ତି ଅମିତାଭ। ଏଥରକ ଜନ୍ମଦିନରେ ବିଗ୍ ବି ସପରିବାର ତିରୁପତି ଦର୍ଶନ ଯିବାକୁ ସ୍ଥିର କରିଥିବା ଜଣାପଡ଼ିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।