ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ରାଜ୍ୟରେ ଆଜିଠାରୁ ଶୁଭାରମ୍ଭ ହେଉଛି “ବାଲ୍ ଆଧାର”। ଶିଶୁଙ୍କ ଜନ୍ମ ପରେ ପରେ ଆଧାର କାର୍ଡ ସଂଯୁକ୍ତ ସହ ଜନ୍ମ ପଞ୍ଜିକରଣ କରାଯିବ।
ରାଜ୍ୟରେ ଆଜିଠାରୁ ଶୁଭାରମ୍ଭ ହେଉଛି “ବାଲ୍ ଆଧାର”। ଶିଶୁଙ୍କ ଜନ୍ମ ପରେ ପରେ ଆଧାର କାର୍ଡ ସଂଯୁକ୍ତ ସହ ଜନ୍ମ ପଞ୍ଜିକରଣ କରାଯିବ। ଆଧାର ସଂଯୋଗ ଦ୍ବାରା ସରକାରୀ ସେବା ପାଇବା ସହଜ ହେବ। ଶିଶୁ ଜନ୍ମ ହୋଇଥିବା ଚିକିତ୍ସାଳୟ ସହ ଯୋଗାଯୋଗ କରି ବାଲ୍ଆଧାର ପ୍ରାପ୍ତ କରନ୍ତୁ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜନ୍ମ ପଞ୍ଜିକରଣ ଓ ଜନ୍ମ ସାର୍ଟିଫିକେଟ ଶିଶୁର ପ୍ରଥମ ଅଧିକାର। ଆଧାର ପଞ୍ଜିକରଣ ପାଇଁ ମା’ ଓ ବାପାଙ୍କର କୌଣସି ଜଣଙ୍କ ଆଧାର ନମ୍ବର ଥିବା ଜରୁରୀ। ୫ବର୍ଷ ପର୍ଯ୍ଯନ୍ତ ଶିଶୁର ବାୟୋମେଟ୍ରିକ ଅନିର୍ବାର୍ଯ୍ଯ ନୁହେଁ। ଶିଶୁ ଜନ୍ମର ୨୧ଦିନ ମଧ୍ୟରେ ପଞ୍ଜିକରଣ ସମ୍ପୂର୍ଣ ନିଃଶୁକ୍ଳ। ଆଧାର କାର୍ଡ ପଞ୍ଜିକରଣ ସର୍ବଦା ନିଃଶୁକ୍ଳ ଅଟେ। ତୁରନ୍ତ ଶିଶୁଙ୍କ ଜନ୍ମ ପଞ୍ଜିକରଣ କରି ଏହି ସୁବିଧା ନେବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ତେବ ଏନେଇ ଆଜି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆଧାର କାର୍ଡ ଅପଡେଟ କରିବାକୁ ଭ୍ରାମ୍ୟମାଣ ଆଧାର ସେବା ଭ୍ୟାନକୁ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଶୁଭାରମ୍ଭ କରିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।