ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ଅପରାହ୍ମ ୫ଟାରୁ ରାତି ୯ଟା ଯାଏଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।