Loading...

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

ସ୍ନାନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଆଜି ୪ ଘଣ୍ଟା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ।

ସ୍ନାନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଆଜି ୪ ଘଣ୍ଟା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ। ସଂଧ୍ୟା ୬ଟାରୁ  ୪ ଘଣ୍ଟା ଲାଗି ବନକାଲାଗି ନୀତି କରାଯିବ। ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ଏହି ନୀତି ସେବାୟତମାନେ କରୁଥିବାରୁ କେହି ଦର୍ଶନ କରିପାରିବେନି। ଦ୍ବିତୀୟ ଭୋଗମଣ୍ଡପ ଶେଷ ପରେ ଦର୍ଶନ ବନ୍ଦ ରହିବ।ରାତି ୧୦ଟା ପରେ ଶ୍ରୀଜିଉଙ୍କ ଦର୍ଶନ କରିହେବ।   ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.