30.1 C
Bhubaneswar
October 22, 2021
EnewsOdia.Com
ନ୍ୟୁଜ୍

ଆଜି ଓଡ଼ିଶାରେ ୧୦ ଘଣ୍ଟିଆ ଭାରତ ବନ୍ଦ

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଆଜି ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ ରହିଛି। ତେବେ କଟକ-ଭୁବନେଶ୍ବରରେ କେତେକ ମୋ ବସ୍ ଚାଲୁଥିବାର ଦେଖିବାକୁ  ମିଳିଛି। ସକାଳେ ବିଶେଷ ଦୋକାନ ବଜାର ଖୋଲିନି। ତେଣେ ଲୋକସେବା ଭବନ, ରାଜୀବ ଭବନ, ଖାରବେଳ ଭବନରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ପୂର୍ବାହ୍ନ ୯ଟା ୩୦ ସୁଦ୍ଧା କାର୍ଯ୍ୟାଳୟରେ ପହଞ୍ଚିବାକୁ କୁହାଯାଇଛି। ଲୋକସେବା ଭବନର ମୁଖ୍ୟ ଫାଟକ ପୂର୍ବାହ୍ନ ୧୦ଟା ୧୫ରେ ବନ୍ଦ କରାଯିବ। ଏହାପରେ ପଛ ଗେଟ୍ ଦେଇ କର୍ମଚାରୀ ଓ ପାସ୍ ପାଇଥିବା ଲୋକମାନେ ଯାତାୟତ କରିପାରିବେ ବୋଲି କୁହାଯାଇଛି।

ପଢନ୍ତୁ: ବାତ୍ୟା ମୁକାବିଲା ପାଇଁ କଣ୍ଟ୍ରୋଲ ରୁମ୍ ଟେଲିଫୋନ୍ ନମ୍ବର- (0674) 2393958 ଜାରିକଲେ ରାଜ୍ୟସରକାର

Related posts

ଚାନ୍ଦବାଲିରୁ ଉଦ୍ଧାର ହେଲା ‘ବ୍ଲାକ୍ ଡାଇମଣ୍ଡ’

Ratnamani Maharana

ମୋବାଇଲ ଫୋନର ବ୍ୟାଟେରୀ ସମ୍ବନ୍ଧୀୟ ଏହି ୫ଟି ଭୁଲ ତଥ୍ୟ, ଯାହାକୁ ଦୁନିଆ ମାନେ ସତ

Ratnamani Maharana

ଘନ କୁହୁଡ଼ି ସହ ଥରାଉଛି ଶୀତ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More