Loading...

ଭାରତ ବନ୍ଦର ଆଜି ଦ୍ୱିତୀୟ ଦିନ

ଭାରତ ବନ୍ଦର ଆଜି ଦ୍ୱିତୀୟ ଦିନ

କେନ୍ଦ୍ରୀୟ ଟ୍ରେଡ ୟୁୁନିୟନଙ୍କ ଭାରତ ବନ୍ଦ୍ ଡାକରାରର ଆଜି ଦ୍ୱିତୀୟ ଦିନ । ପ୍ରଥମ ଦିନର ବନ୍ଦ ଡାକରା ବେଳେ ବିଶେଷ କିଛି ପ୍ରଭାବ ପଡ଼ି ନଥିଲା । କିଛି ସ୍ଥାନରେ ବନ୍ଦର ସାମାନ୍ୟ ପ୍ରଭାବ ଦେଖିବାକୁ ମିଳିଥିବା ବେଳେ ଅଧିକାଂଶ ସ୍ଥାନରେ ସେଭଳି ପ୍ରଭାବ ପଡ଼ିନଥିବା ଦେଖିବାକୁ ମିଳିଛି ।

କେନ୍ଦ୍ରୀୟ ଟ୍ରେଡ ୟୁୁନିୟନଙ୍କ ଭାରତ ବନ୍ଦ୍ ଡାକରାରର ଆଜି ଦ୍ୱିତୀୟ ଦିନ । ପ୍ରଥମ ଦିନର ବନ୍ଦ ଡାକରା ବେଳେ ବିଶେଷ କିଛି ପ୍ରଭାବ ପଡ଼ି ନଥିଲା । କିଛି ସ୍ଥାନରେ ବନ୍ଦର ସାମାନ୍ୟ ପ୍ରଭାବ ଦେଖିବାକୁ ମିଳିଥିବା ବେଳେ ଅଧିକାଂଶ ସ୍ଥାନରେ ସେଭଳି ପ୍ରଭାବ ପଡ଼ିନଥିବା ଦେଖିବାକୁ ମିଳିଛି । ୨ ଦିନିଆ ବନ୍ଦରେ ସାମିଲ ହୋଇଛନ୍ତି ରାଜ୍ୟ ସଂଗଠନ । ହେଲେ ଭାରନ୍ଦ ବନ୍ଦରେ ସାମିଲ ହୋଇନାହିଁ ଉକ୍ରଳ ପେଟ୍ରୋଲିୟମ ସଂଘ । ବନ୍ଦରେ ସାମିଲ୍ ନହୋଇଥିଲେ ବି ଗତକାଲି କିଛି ସ୍ଥାନରେ ପେଟ୍ରୋଲ ପମ୍ପ ଗୁଡ଼ିକ ବନ୍ଦ ରହିଥିବା ବେଳେ କିଛି ଖୋଲା ରହିଥିଲା । ତେଣୁ ଆଜି ଦ୍ୱିତୀୟ ଦିନରେ ବନ୍ଦର ପ୍ରଭାବ କେମିତି ରହୁଛି, ତାରି ଉପରେ ନଜର ରହିବ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.