Loading...

ଆଜି ମହାନ ରାଜନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ

ଆଜି ମହାନ ରାଜନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ

ଭାରତର ରାଜନୈତିକ ଇତିହାସରେ ଜଣେ ସଫଳ ବ୍ୟକ୍ତିତ୍ବ ଅଟଳବିହାରୀ ବାଜପେୟୀ, ଯିଏ ଜୀବନର ପ୍ରତି କ୍ଷେତ୍ରରେ ସଫଳତାର ଶୀର୍ଷକୁ ଛୁଇଁପାରିଛନ୍ତି ।

ଆଜି ମହାନ ରାଜନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ଜନ୍ମଦିବସ । ଆଜିର ଦିନରେ ଏହି ଜନନେତାଙ୍କୁ ମନେ ପକାଉଛି ସାରା ଦେଶ । ମଧ୍ୟପ୍ରଦେଶର ଗ୍ବାଲିଅରରେ ୧୯୨୪ ମସିହା ଡିସେମ୍ବର ୨୫ରେ ଜନ୍ମଗ୍ରହଣ କରିଥିଲେ ଅଟଳ ।ଦିଲ୍ଲୀର ସଦୈଭ ଅଟଳରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରୁପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।  

 

ଦିଲ୍ଲୀର ସଦୈଭ ଅଟଳରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରୁପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।ଭାରତୀୟ ରାଜନୀତିରେ ଅଟଳବିହାରୀ ବାଜପେୟୀ ହେଉଛି ଏପରି ଏକ ନାମ ଯିଏ ନିଜର ବ୍ୟକ୍ତିତ୍ବ ବଳରେ ବ୍ୟାପକ ସମର୍ଥନ ଓ ସମ୍ମାନ ହାସଲ କରିଥିଲେ ।  

ପଢନ୍ତୁ: ୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.