26 C
Bhubaneswar
October 1, 2020
EnewsOdia.Com
ନ୍ୟୁଜ୍

ସୋନିଆଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

୭୩ବର୍ଷରେ ପାଦ ଥାପିଲେ ସୋନିଆ ଗାନ୍ଧୀ । ଭାରତୀୟ ଜାତୀୟ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଉଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମ ଜୟନ୍ତୀ । ସୋନିଆ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଶୁଭକାମନାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟ୍ବିଟ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

ଭାରତୀୟ ଜାତୀୟ କଂଗ୍ରେସର ସବୁଠାରୁ ଅଧିକ ସମୟ ପର୍ଯ୍ୟନ୍ତ ଅଧ୍ୟକ୍ଷ ଭାବେ ରହିଥିବାର ରେକର୍ଡ ମଧ୍ୟ ସୋନିଆ ଗାନ୍ଧୀଙ୍କ ନାମାରେ ରହିଛି  । ଦେଶରେ ମହିଳାଙ୍କ ପ୍ରତି ବଢୁଥିବା ନିର୍ଯ୍ୟାତନା ଲାଗି ଚଳିତ ବର୍ଷ ନିଜ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ସୋନିଆ ଗାନ୍ଧୀ କହିଛନ୍ତି ।

୯ଡିସେମ୍ବର ୧୯୪୬ର ଆଜିର ଦିନରେ ଇଟାଲୀର ଏକ ସହରରେ ଜନ୍ମନେଇଥିଲେ ସୋନିଆ ଗାନ୍ଧୀ ।

ପଢନ୍ତୁ: ମିଶନ ଚନ୍ଦ୍ରଯାନ-୩ ପାଇଁ କେନ୍ଦ୍ରକୁ ୭୫ କୋଟି ମାଗିଲା ଇସ୍ରୋ

Related posts

ଦୁଷ୍କର୍ମକାରୀକୁ ଫାଶୀ ଦଣ୍ଡାଦେଶ ଶୁଣି, ଅନ୍ୟ କଏଦୀଙ୍କ ମୃତ୍ୟୁ

Ratnamani Maharana

ରାଜଧାନୀରେ ଛାତ୍ରୀଙ୍କୁ ଗୁଳିମାଡ କରି ଦୁର୍ବୃତ୍ତ ଫେରାର

Ratnamani Maharana

ଦୁନିଆକୁ ଭିଡିଓ ଦେଖାଇଥିଲେ ଏହି ବ୍ୟକ୍ତି, ଗୁଗଲ କଲା ଡୁଡଲ

Ratnamani Maharana

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More