ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜିଠୁ ଆରମ୍ଭ ହେଉଛି ସଂସଦରେ ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟ ଲୋକସଭା ଓ ରାଜ୍ୟସଭା ସଦସ୍ୟଙ୍କୁ ସମ୍ବୋଧନ କରିବେ ।
ଆଜିଠୁ ଆରମ୍ଭ ହେଉଛି ସଂସଦରେ ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟ ଲୋକସଭା ଓ ରାଜ୍ୟସଭା ସଦସ୍ୟଙ୍କୁ ସମ୍ବୋଧନ କରିବେ । ଏହି ଅଧିବେଶନରେ ବିରୋଧୀ ସରକାରଙ୍କୁ ଘେରିବାକୁ ଜୋରଦାର ପ୍ରସ୍ତୁତି କରିଛନ୍ତି । ପେଗାସସ୍ ସମେତ ଚୀନ୍, ମୁଦ୍ରାସ୍ପୀତି, ବେକାରୀ ଏବଂ ଚାଷୀ ପ୍ରସଙ୍ଗରେ କେନ୍ଦ୍ରକୁ ଘେରିବାକୁ ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ଓ ଅନ୍ୟ ଦଳ ସଦସ୍ୟମାନେ ରଣନୀତି ପ୍ରସ୍ତୁତ କରିଛନ୍ତି ।
ଏଥର ବଜେଟ୍ ଅଧିବେଶନରେ ପ୍ରବଳ ହଟ୍ଟଗୋଳ ହେବାର ସମ୍ଭାବନା ରହିଛି । ପେଗାସସ୍ ସ୍ପାଲୱେୟାର ମାମଲାରେ ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ନେଇ ହଇଚଇ ସଅଷ୍ଟି ହୋଇଛି । କେନ୍ଦ୍ର ସରକାର ଇସ୍ରାଏଲଠାରୁ ଏହି ସ୍ପାଏୱେର କିଣିବା ସଂକ୍ରାନ୍ତ ରିପୋର୍ଟକୁ ନେଇ ମୋଦୀ ସରକାରଙ୍କୁ ଘେରିଛି କଂଗ୍ରେସ । ସେହିପରି ପୂର୍ବ ଲଦାଖରେ ଚୀନ୍ର ଅନୁପ୍ରବେଶ ଭଳି ପ୍ରସଙ୍ଗରେ ବିରୋଧୀ ଦଳମାନେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ।
ସଂସଦର ବଜେଟ୍ ଅଧିବେଶନର ପ୍ରଥମ ଦିନରେ ଆସିବ ଅର୍ଥନୈତିକ ସର୍ଭେ ରିପୋର୍ଟ । ଆଜି ୨୦୨୧-୨୨ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ୍ । ଅର୍ଥନୈତିକ ସର୍ଭେରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଦେଶର ଜିଡିପି ଅଭିବୃଦ୍ଧି ପାଖାପାଖି ୯ ପ୍ରତିଶତ ରହିବା ନେଇ ପୂର୍ବାନୁମାନ କରାଯାଉଛି । ନିକଟରେ ବିଶ୍ୱବ୍ୟାଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଦେଶର ଅଭିବୃଦ୍ଧି ୮ ଦଶମିକ ୭ ପ୍ରତିଶତ ରହିବା ସମ୍ଭାବନା ରହିଛି ।
ଗତବର୍ଷ ଜାନୁଆରୀରେ ପ୍ରକାଶ ପାଇଥିବା ଅର୍ଥନୈତିକ ସର୍ଭେ ୨୦୨୦-୨୧ ରିପୋର୍ଟରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଜିଡିପି ଅଭିବୃଦ୍ଧି ହାର ୧୧ ପ୍ରତିଶତ ରହିବା ଆକଳନ କରାଯାଇଥିଲା । କରୋନା ମହାମାରୀ ପୂର୍ବରୁ ଅର୍ଥନୀତିର ସ୍ଥିତି ସୁଧୁରିଛି । ତେଣୁ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଅର୍ଥମନ୍ତ୍ରୀ କିଛିଟା ଗୋଲାପି ଚିତ୍ର ଦେଖାଇପାରନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।