ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ । ପ୍ରବଳ ବର୍ଷାରେ ଭିଜୁଛି ଉପାନ୍ତରୁ ଉପକୂଳ । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । କଟକ ଓ ଭୁବନେଶ୍ବରରେ ଅବିଶ୍ରାନ୍ତ ବର୍ଷା ହେଉଛି । ଟୁଇନସିଟିରେ ଘଣ୍ଟାପ୍ରତି ୨୦ରୁ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଜି ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୪ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟକୁ ସତର୍କତା କରାଯାଇଛି । ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଥିବାବେଳେ ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ପ୍ରଭାବିତ ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।