୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ ।
ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ ।ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ । ରୋଜଗାର ପାଇଁ ବି ଅନେକ ଲୋକଙ୍କ ପ୍ରଥମ ଚଏସ ପାଲଟିଛି ଭୁବନେଶ୍ୱର। ବହୁ ଲୋକଙ୍କୁ କର୍ମ ସଂସ୍ଥାନ ଯୋଗାଇଛି ରାଜଧାନୀ।
ଜର୍ମାନ ଆର୍କିଟେକ ଓଟୋ କନିଙ୍ଗ୍ସବର୍ଜରଙ୍କ ପରିକଳ୍ପିତ ଏହି ସହର ହେଉଛି ଭାରତର ପ୍ରଥମ ପରିକଳ୍ପିତ ସହର । ଜାମସେଦପୁର ଏବଂ ଚଣ୍ଡୀଗଡ଼ ସହର ମଧ୍ୟ ଏହି ଢାଞ୍ଚାରେ ନିର୍ମିତ ହୋଇଛି । ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଥିବାରୁ ପ୍ରଶାସନ ଓ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।