୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଆଜି ପବିତ୍ର ଅଁଳା ନବମୀ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ପାଳିତ ହେଉଛି ଅଁଳା ନବମୀ । ଭକ୍ତଙ୍କୁ ଓଡିଆଣୀ ବେଶରେ ଦର୍ଶନ ଦେଉଛନ୍ତି ମା ରାଧା ।
ଆଜି ପବିତ୍ର ଅଁଳା ନବମୀ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ପାଳିତ ହେଉଛି ଅଁଳା ନବମୀ । ଭକ୍ତଙ୍କୁ ଓଡିଆଣୀ ବେଶରେ ଦର୍ଶନ ଦେଉଛନ୍ତି ମା ରାଧା । ଦର୍ଶନ ପାଇଁ ଅନୁମତି ରହିଥିଲା ବେଳେ ଭକ୍ତଙ୍କୁ ରାଧା ପାଦ ଛୁଇଁବା ମନା । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଲାଗୁକରା ଯାଇଛି । ମନ୍ଦିରରେ ରାଧାଙ୍କ ଦର୍ଶନ କରିପାରିବେ ଭକ୍ତ କିନ୍ତୁ ପାଦ ଛୁଇଁବାକୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି । ଏଥିପାଇଁ ରାତି ୨ଟାରୁ ମନ୍ଦିରର ନୀତିକାନ୍ତି ଆରମ୍ଭ ହୋଇଥିଲା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । କରୋନା କଟକଣା ହଟିଥିବାରୁ ଚଳିତ ବର୍ଷ ସାକ୍ଷୀଗୋପାଳ ମନ୍ଦିରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିବା ଆଶଙ୍କା ରହିଛି । ଭକ୍ତଙ୍କ ଭିଡକୁ ଆଖିରେ ରଖି ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରାଯାଇଛି । ଆଇନ ଶୃଙ୍ଖଳା ରକ୍ଷା ପାଇଁ ତିନି ଜଣ ଆଡସିନାଲ ଏସପି, ୮ଜଣ ଡିଏସପି, ୭୪ଜଣ ଏସଆଇ, ୧୦୦ଜଣ ହାବିଲଦାର ଓ କନେଷ୍ଟବଳ ନିୟୋଜିତ ହୋଇଛନ୍ତି । ଭିଡ ନିୟନ୍ତ୍ରଣ ପାଇଁ ମନ୍ଦିର ଆଗରେ ବ୍ୟାରିକେଡିଂ କରାଯାଇଛି । ଏହାଛଡା ବରିଷ୍ଠ ନାଗରିକଙ୍କ ପାଇଁ କୋଟ ଉପରପଡିଆ ଠାରୁ ସାକ୍ଷୀଗୋପାଳ ମନ୍ଦିର ଦୋଳବେଦୀ ପର୍ଯ୍ୟନ୍ତ ୪ଟି ବ୍ୟାଟେରି ଗାଡିର ବ୍ୟବସ୍ଥା କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।