Loading...

ଆଜି ହେରାପଞ୍ଚମୀରେ ରଥଭାଙ୍ଗିବାକୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର

ଆଜି ହେରାପଞ୍ଚମୀରେ ରଥଭାଙ୍ଗିବାକୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର

ଆଜି ହେରାପଞ୍ଚମୀରେ ରଥଭାଙ୍ଗିବାକୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର. ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ି ଜଗନ୍ନାଥ ମହାପ୍ରଭୁ ଭାଉ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି।

ଆଜି ହେରାପଞ୍ଚମୀରେ ରଥଭାଙ୍ଗିବାକୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର. ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ି ଜଗନ୍ନାଥ ମହାପ୍ରଭୁ ଭାଉ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଗୁଣ୍ଡିଚା ମନ୍ଦିର ଆସନ୍ତି ଶ୍ରୀଦେବୀ। ହେଲେ ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ଶ୍ରୀଦେବୀଙ୍କୁ କୁହନ୍ତି। ଏଥିରେ ରାଗିଯାଇ ଫେରିବା ବେଳେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗି ଦେଇଯାନ୍ତି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.