ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ପବିତ୍ର ଶ୍ରୀରାମ ନବମୀ । ଏଥିପାଇଁ ଉତ୍ସବ ମୁଖର ଗାଁଠୁ ସହର। ଶ୍ରୀରାମ ମନ୍ଦିର ସମେତ ବିଭିନ୍ନ ଦେବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି।
ଆଜି ପବିତ୍ର ଶ୍ରୀରାମ ନବମୀ । ଏଥିପାଇଁ ଉତ୍ସବ ମୁଖର ଗାଁଠୁ ସହର। ଶ୍ରୀରାମ ମନ୍ଦିର ସମେତ ବିଭିନ୍ନ ଦେବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଭଦ୍ରକ ଜିଲ୍ଲାରେ ଆରମ୍ଭ ହୋଇଥିବା ପର୍ବ ଆଜି ଗଣପର୍ବରେ ପରିଣତ ହୋଇଛି । ଆସନ୍ତାକାଲି(ଗୁରୁବାର) ରାମନବମୀ ଥିବାରୁ ଆଜିଠୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।ରାମ ନବମୀ ପାଇଁ ସଜେଇ ହୋଇଛି ଭୁବନେଶ୍ୱର ୟୁନିଟ-୩ ରାମ ମନ୍ଦିର ସହ ଅନ୍ୟାନ୍ୟ ମନ୍ଦିର ।ପ୍ରକାଶ ଥାଉକି 1991 ମସିହାରୁ ଐତିହାସିକ ଗାନ୍ଧୀପଡ଼ିଆରେ ଆରମ୍ଭ ହୋଇଥିବା ଏହି ପବିତ୍ର ଭୂମିରେ ଭଦ୍ରକବାସୀ ପାଳନ କରି ଆସୁଛନ୍ତି ଶ୍ରୀରାମ ନବମୀ ମହାଯଜ୍ଞର ମହାନ ପରମ୍ପରା । ଯାହା କ୍ରମଶଃ ଗଣପର୍ବ ମହୋତ୍ସବରେ ପରିଣତ ହୋଇଛି । ପୂର୍ବରୁ ଏହି ପୂଜା ବିଶ୍ବ ହିନ୍ଦୁ ପରିଷଦ ଦ୍ବାରା ପ୍ରଥମେ ଗୋଟିଏ ଦିନ ପାଳନ କରା ଯାଉଥିଲା ବେଳେ ଏବେ 7 ଦିନବ୍ୟାପୀ ଗଣପର୍ବରେ ପରିଣତ ହୋଇଛି ।
ସୂଚନାନୁସାରେ, ରାମନବମୀ ତିଥିରେ ଶ୍ରୀମନ୍ଦିରରେ ରାମ ଜନ୍ମ ନୀତି ପାଳନ ହେବ। ଶ୍ରୀମନ୍ଦିରକୁ ମଧ୍ୟାହ୍ନଧୂପ ଛେକ ପ୍ରବେଶ ପରେ ପରେ ଏହି ନୀତି ପାଳନ କରାଯିବ। ଶ୍ରୀମନ୍ଦିର ଦ୍ବାର ବନ୍ଦ କରି ଜନ୍ମ ନୀତି ସଂପାଦନ କରାଯିବ। ଏଥିପାଇଁ ଶ୍ରୀମନ୍ଦିରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ରାମ ଜନ୍ମ ନୀତି ପାଇଁ ଆଜି ୩ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।