ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ହେବ ସବୁଠୁ ବଡ଼ ରାତି। ସନ୍ଧ୍ୟାରେ ସୂର୍ଯ୍ୟାସ୍ତ ଠାରୁ ଆସନ୍ତାକାଲି ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ସମୟ ରହିବ ୧୩ ଘଣ୍ଟା ୧୯ ମିନିଟ୍। ଅର୍ଥାତ୍ ୧୩ ଘଣ୍ଟା ୧୯ ମିନିଟ୍ ରହିବ ରାତିର ଅବଧି।
ଆଜି ହେବ ସବୁଠୁ ବଡ଼ ରାତି। ସନ୍ଧ୍ୟାରେ ସୂର୍ଯ୍ୟାସ୍ତ ଠାରୁ ଆସନ୍ତାକାଲି ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ସମୟ ରହିବ ୧୩ ଘଣ୍ଟା ୧୯ ମିନିଟ୍। ଅର୍ଥାତ୍ ୧୩ ଘଣ୍ଟା ୧୯ ମିନିଟ୍ ରହିବ ରାତିର ଅବଧି। ସେହିପରି ସବୁଠୁ ଛୋଟ ଦିନ ବି ଦେଖିବେ ଉତ୍ତର ଗୋଲାର୍ଦ୍ଧର ବାସିନ୍ଦା। ଦିନର ଅବଧି ରହିବ ୧୦ ଘଣ୍ଟା ୪୧ ମିନିଟ୍। ତେବେ ସ୍ଥଳ ବିଶେଷରେ ଏହା କମ୍ ବେଶୀ ହୋଇପାରେ।
ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଦିନ ଛୋଟ ଓ ରାତି ସବୁଠୁ ବଡ଼ ହୁଏ। ଏନେଇ ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ଯେ, ଉତ୍ତର ଗୋଲାର୍ଦ୍ଧରେ ଯେତେବେଳେ ଶୀତଋତୁ ହୋଇଥାଏ ସେତେବେଳେ ଦକ୍ଷିଣ ଗୋଲାର୍ଦ୍ଧରେ ଗ୍ରୀଷ୍ମଋତୁ ହୋଇଥାଏ। ଠିକ୍ ସେହିପରି ଦକ୍ଷିଣ ଗୋଲାର୍ଦ୍ଧରେ ଶୀତଋତୁ ହେଲେ ଉତ୍ତର ଗୋଲାର୍ଦ୍ଧରେ ଗ୍ରୀଷ୍ମଋତୁ ହୋଇଥାଏ।’ପ୍ରତ୍ୟେକ ବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ସବୁଠୁ ଛୋଟ ଦିନ ହୋଇଥାଏ। ତେବେ ଭୁବନେଶ୍ୱରରେ ଆଜି ଓ କାଲି ଦିନ-ରାତି ମଧ୍ୟରେ ବେଶୀ ଫରକ୍ ରହିବ ନାହିଁ। ଦିନର ଅବଧି ୧୦ ଘଣ୍ଟା ୫୪ ମିନିଟ୍ ରହିବାକୁ ଥିବାବେଳେ ରାତିର ଅବଧି ୧୩ ଘଣ୍ଟା ୫ ମିନିଟ୍ ରହିବ ବୋଲି ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।