ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏହି ଦୁଇ ଦିନ ସେ ମାରାଥନ୍ କାର୍ଯ୍ୟକ୍ରମ କରିବେ । ଦିନ ପ୍ରାୟ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ।
ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏହି ଦୁଇ ଦିନ ସେ ମାରାଥନ୍ କାର୍ଯ୍ୟକ୍ରମ କରିବେ । ଦିନ ପ୍ରାୟ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ରୋଡ୍ ସୋ’ କରି ଜନତା ମଇଦାନ ଯିବେ । ମଧ୍ୟାହ୍ନ ୧୨ଟା ୧୫ରେ ଜନତା ମଇଦାନରେ ପହଞ୍ଚି ନଡ୍ଡା ବିଶାଳ ସମାବେଶ କରିବେ । ଆୟୋଜିତ ହେବାକୁ ଥିବା ଶକ୍ତିକେନ୍ଦ୍ର କାର୍ଯ୍ୟକର୍ତ୍ତା ସମାବେଶରେ ସେ ଉଦ୍ବୋଧନ ରଖିବେ । ସେହିପରି ସମାବେଶ ପରେ ବିଜେପି ରାଜ୍ୟ ମୁଖ୍ୟାଳୟରେ କୋର୍ କମିଟି ବୈଠକ ବସିବ । ଦଳୀୟ ପଦାଧିକାରୀଙ୍କୁ ସେ ମନ୍ତ୍ର ଦେବେ । ସନ୍ଧ୍ୟାରେ ନଡ୍ଡା ପୁରୀ ଅଭିମୁଖେ ବାହାରିବେ । ଅଠରନଳା ଛକ ପାଖରେ ଦଳୀୟ କାର୍ଯ୍ୟକର୍ତ୍ତା ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେବେ । ପୁରୀରେ ରାତି ରହଣୀ ପରେ ସକାଳୁ ଭଦ୍ରକ ଧାମନଗର ଯିବେ । ସେଠାରେ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପରିବାର ଲୋକଙ୍କୁ ଭେଟିବେ । ସେଠାରୁ ସେ କଟକ ଓଲଟପୁର ନିରତାର୍ରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରୁ ସେ ରାଜଧାନୀ ଫେରି ଜନତା ମଇଦାନରେ ଦଳର ୭ଟି ମୋର୍ଚ୍ଚା ପଦାଧିକାରୀଙ୍କୁ ସମ୍ବୋଧିତ କରିବେ । ଶୁକ୍ରବାର ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।