ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ବ୍ରିଟେନ୍ ରାଜା ଚାଲର୍ସ ତୃତୀୟ ଏବଂ କୁଇନ୍ ଅଫ୍ କନ୍ଶର୍ଟ କାମିଲାଙ୍କ ରାଜ୍ୟାଭିଷେକ ଶନିବାର ଖୁବ୍ ଆଡମ୍ବର ସହକାରେ ପାଳନ ହେବାକୁ ଯାଉଛି। ସ୍ଥାନୀୟ ସମୟ ୧୦ଟା ୨୦ ମିନିଟ୍ରେ ଚାଲର୍ସଙ୍କ ପ୍ରଶେସନ ସେଣ୍ଟ୍ରାଲ ଲଣ୍ଡନସ୍ଥିତ ବକିଂହାମ ପ୍ୟାଲେସ୍ରୁ ଓ୍ବେଷ୍ଟମିନଷ୍ଟର ଆବେ ଅଭିମୁଖେ ପାଖାପାଖି ୨ କିଲୋମିଟର ଦୂର ଯିବ।
ବ୍ରିଟେନ୍ ରାଜା ଚାଲର୍ସ ତୃତୀୟ ଏବଂ କୁଇନ୍ ଅଫ୍ କନ୍ଶର୍ଟ କାମିଲାଙ୍କ ରାଜ୍ୟାଭିଷେକ ଶନିବାର ଖୁବ୍ ଆଡମ୍ବର ସହକାରେ ପାଳନ ହେବାକୁ ଯାଉଛି। ସ୍ଥାନୀୟ ସମୟ ୧୦ଟା ୨୦ ମିନିଟ୍ରେ ଚାଲର୍ସଙ୍କ ପ୍ରଶେସନ ସେଣ୍ଟ୍ରାଲ ଲଣ୍ଡନସ୍ଥିତ ବକିଂହାମ ପ୍ୟାଲେସ୍ରୁ ଓ୍ବେଷ୍ଟମିନଷ୍ଟର ଆବେ ଅଭିମୁଖେ ପାଖାପାଖି ୨ କିଲୋମିଟର ଦୂର ଯିବ। କିଙ୍ଗ୍ ଚାଲର୍ସ ଓ କାମିଲା ଡାଇମଣ୍ଡ ଜୁବିଲି ଷ୍ଟେଟ୍ କୋଚ୍ (ଘୋଡ଼ାଗାଡ଼ି)ରେ ବସି ଯାତ୍ରା କରିବେ। ୧୧ଟା ସମୟରେ କିଙ୍ଗ୍ ଚାଲର୍ସ ଓ ରାଣୀ ଭାବେ କାମିଲାଙ୍କ ରାଜ୍ୟାଭିଷେକ ପ୍ରକ୍ରିୟା ଆରମ୍ଭ କରାଯିବ। ଠିକ୍ ମଧ୍ୟାହ୍ନ ସମୟରେ ଇଂଲଣ୍ଡ ଚର୍ଚ୍ଚର ଉଚ୍ଚପଦରେ ଥିବା କ୍ଲେରିକ୍ ଏବଂ କାଣ୍ଟେରବରି ଜଷ୍ଟିନ୍ ଓ୍ବେଲବିର ଆର୍ଚବିଶପ ଚାଲର୍ସଙ୍କୁ ରାଜମୁକୁଟ ପିନ୍ଧାଇବେ, ଯାହା ୧ ଘଣ୍ଟା ଧରି ଚାଲିବ । ୧,୦୦୦ ବର୍ଷର ଚିରାଚରିତ ପ୍ରଥାରେ ଚାଲର୍ସଙ୍କ ରାଜ୍ୟାଭିଷେକ କରାଯିବ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।