Loading...

ସାରିଲା ୨୦୦୦ ନୋଟ୍ ବଦଳ ଅବଧି, ଆଉ ଏକ ମାସ ବଢିପାରେ ବଦଳି ଅବଧି

ସାରିଲା ୨୦୦୦ ନୋଟ୍ ବଦଳ ଅବଧି, ଆଉ ଏକ ମାସ ବଢିପାରେ ବଦଳି ଅବଧି

ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।

ମେ’ ୧୯ରେ ୨୦୦୦ ନୋଟ୍  ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା। ସେଥିରୁ ୯୩ ପ୍ରତିଶତ ନୋଟ୍ ବ୍ୟାଙ୍କ ପାଖକୁ ଫେରି ଆସିଛି । ଏବେବି ପ୍ରାୟ ୨୪ ହଜାର କୋଟି ଟଙ୍କାର ୨୦୦୦ ଟଙ୍କିଆ ଫେରିନାହିଁ । ତେବେ ୨୦୦୦ ଟଙ୍କିଆ ବଦଳାଇବା ଓ ଜମା କରିବାର ସମୟ ସୀମାକୁ ଆଉ ଏକ ମାସ ବଢ଼ାଇବା ବିଷୟରେ ରିଜର୍ଭ ବ୍ୟାଙ୍କ ବିଚାର କରୁଥିବା ଆଲୋଚନା ହେଉଛି । ପ୍ରବାସୀ ଭାରତୀୟଙ୍କୁ ଆଉ କିଛି ଦିନର ସମୟ ଦେବା ଲାଗି ଏହି ସୀମାକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରେ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.