ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମେଲୋଡି କୁଇନ୍, ଭାରତର କୋକିଳ କଣ୍ଠି ତଥା ଭଏସ ଅଫ ଦ ମିଲେନିୟମ ଲତା ମଙ୍ଗେସକରଙ୍କ ଆଜି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ୨୮ ସେପଟେମ୍ବର ୧୯୨୯ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିବା ଲତା ଜୀ ।
ମେଲୋଡି କୁଇନ୍, ଭାରତର କୋକିଳ କଣ୍ଠି ତଥା ଭଏସ ଅଫ ଦ ମିଲେନିୟମ ଲତା ମଙ୍ଗେସକରଙ୍କ ଆଜି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ୨୮ ସେପଟେମ୍ବର ୧୯୨୯ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିବା ଲତା ଜୀ । ଗତବର୍ଷ ଆଜିର ଦିନରେ ଇହଧାମ ତ୍ୟାଗ କରିଥିଲେ । ସେ ନାହାନ୍ତି ସତ ହେଲେ ଆଜି ବି ସମସ୍ତଙ୍କ ମନରେ ସମସ୍ତଙ୍କ ଗୀତରେ ସେ ଅମର । ୮ ଦଶନ୍ଧୀ ଧରି ପ୍ଲେ ବ୍ୟାକ୍ ସିଙ୍ଗର ଲତା ଜୀଙ୍କ ଲୋକପ୍ରିୟ ଗୀତରେ ଝୁମିଛନ୍ତି ଶ୍ରୋତା । ଆଜି ବି ତାଙ୍କ ଗୀତ ପ୍ରତିଟି ମୁହଁରେ ରହିଛି ।
ଲତା ମଙ୍ଗେସକରଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୬ ଫୁଟର ବାଲୁକା କଳା ପ୍ରଦର୍ଶନ କରି ଭାରତ ରତ୍ନ ଲତା ମଙ୍ଗେସଙ୍କରଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଲତା ମଙ୍ଗେସକରଙ୍କ ସେହି ପ୍ରସିଦ୍ଧ ଓ ଶ୍ରୁତି ମଧୁର ଗୀତ ମେରି ଆୱାଜ୍ ସୁନୋର ସୁର୍ ଲାଗୁଛି ଯେମିତି ବାଲୁକା ରୁପି କାନଭାସରୁ ଭାସି ଆସୁଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।