Loading...

ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଦ୍ଵିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.