Loading...

ଆଜି ନବୀନଙ୍କ କ୍ୟାବିନେଟରେ ସାମିଲ ହେବେ ୩ ନୂଆ ମନ୍ତ୍ରୀ

ଆଜି ନବୀନଙ୍କ କ୍ୟାବିନେଟରେ ସାମିଲ ହେବେ ୩ ନୂଆ ମନ୍ତ୍ରୀ

ଆଜି ନବୀନଙ୍କ ମନ୍ତ୍ରୀମଣ୍ଡଳରେ ଶପଥ ନେବେ ତିନି ନୂଆ ମନ୍ତ୍ରୀ । ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ।

ଆଜି ନବୀନଙ୍କ ମନ୍ତ୍ରୀମଣ୍ଡଳରେ ଶପଥ ନେବେ ତିନି ନୂଆ ମନ୍ତ୍ରୀ । ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ସକାଳ ୯ଟା ୫୦ ମିନିଟରେ ଲୋକସଭା ଭବନରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂଆ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.