ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ହିନ୍ଦୀ ସ୍କ୍ରିନକୁ ଆସିବ ଦମନ । ଆଜି ୫୦୦ ହଲରେ ରିଲିଜ୍ ହେବ ଦମନ ଫିଲ୍ମର ହିନ୍ଦୀ ରୂପାନ୍ତର । ଏଥିପାଇଁ ଦମନର ପୂରା ଟିମ୍ ମୁମ୍ବାଇ ଗସ୍ତରେ ଅଛି । ଆଜି ମୁମ୍ବାଇ ପିଭିଆର ହଲରେ ପ୍ରିମିୟର ସୋ’ କରାଯିବ ।
ହିନ୍ଦୀ ସ୍କ୍ରିନକୁ ଆସିବ ଦମନ । ଆଜି ୫୦୦ ହଲରେ ରିଲିଜ୍ ହେବ ଦମନ ଫିଲ୍ମର ହିନ୍ଦୀ ରୂପାନ୍ତର । ଏଥିପାଇଁ ଦମନର ପୂରା ଟିମ୍ ମୁମ୍ବାଇ ଗସ୍ତରେ ଅଛି । ଆଜି ମୁମ୍ବାଇ ପିଭିଆର ହଲରେ ପ୍ରିମିୟର ସୋ’ କରାଯିବ । ୨୦୨୨ ନଭେମ୍ବରରେ ଡାକ୍ତରଙ୍କ କାହାଣୀକୁ ନେଇ ଓଡ଼ିଆରେ ରିଲିଜ୍ ହୋଇଥିଲା ଫିଲ୍ମ ଦମନ ।
ରାଜ୍ୟର ୪୩ଟି ହଲରେ ଫିଲ୍ମ ରିଲିଜ୍ ହୋଇଥିଲା । ପରେ ଦେଶବ୍ୟାପୀ ଚର୍ଚ୍ଚାର ପରିସରକୁ ଆସିବା ସହ ଓଡ଼ିଆ ସିନେମା ଇତିହାସରେ ନୂଆ ଫର୍ଦ୍ଦ ଯୋଡି ହୋଇଯାଇଥିଲା । ଏଥି ସହ ଦେଶର ୬ଟି ପ୍ରମୁଖ ସହରରେ ମୁକ୍ତିଲାଭ କରିଥିଲା ଫିଲ୍ମ । ଏହାର ଲୋକପ୍ରିୟତା ବୃଦ୍ଧି ଯୋଗୁ ପ୍ରଯୋଜନା ସଂସ୍ଥା ଏହାର ହିନ୍ଦି ଡବିଂ କରିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।