Loading...

ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମୈୟା

ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମୈୟା

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି ଶପଥ ନେବେ ସିଦ୍ଧରମୈୟା । ଏଥିପାଇଁ ଗ୍ରାଣ୍ଡ ସେଲିବ୍ରିଶନ କରିବାକୁ କଂଗ୍ରେସ ତରଫରୁ ଜୋର ସୋରରେ ପ୍ରସ୍ତୁତି ଚାଲିଛି।

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି ଶପଥ ନେବେ ସିଦ୍ଧରମୈୟା । ଏଥିପାଇଁ ଗ୍ରାଣ୍ଡ ସେଲିବ୍ରିଶନ କରିବାକୁ କଂଗ୍ରେସ ତରଫରୁ ଜୋର ସୋରରେ ପ୍ରସ୍ତୁତି ଚାଲିଛି। ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଜୋରସୋର ଆୟୋଜିତ ହେବାକୁ ଥିବା ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ନେବେ। ଆଜି ଶପଥ ଗ୍ରହଣ ସମାରୋହରେ ପ୍ରାୟ ୨୫ରୁ ୨୮ ମନ୍ତ୍ରୀ ଶପଥ ନେବେ ବୋଲି ଜଣାଯାଇଛି।

ସୂଚନାନୁସରେ, ଦଳୀୟ ନେତାଙ୍କ ମଧ୍ୟରେ ଉତ୍ସାହର ମାହୋଲ ଥିବା ବେଳେ ୧୧ ଶୀର୍ଷ ନେତୃତ୍ବ ଏହି ସମାରୋହରେ ସାମିଲ ହେବାକୁ ଯାଉଛନ୍ତି । ଅତିଥି ତାଲିକାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କଠାରୁ ଆରମ୍ଭ କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନାଁ ସାମିଲ ରହିଛି । ପ୍ରାୟ ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସମାରୋହରେ ସାମିଲ ହେବା ଲାଗି ସେମାନଙ୍କୁ ନିମନ୍ତ୍ରିତ କରାଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.